shabd-logo

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023

0 ଦର୍ଶନ 0

ଏକବିଂଶ ପରିଚ୍ଛେଦ

କଟକ ସେସନ୍ ଜଜକୋର୍ଟ ; 

ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମିଯାଅନ୍ତି, ସେହିପରି ଜଣଜଣ କରି କଚେରୀ ପୂରିଗଲେଣି । ଭାରି ଭିଡ, ଗୋଳମାଳ, ଦୁଇଜଣ ଚପରାଶି ଚୋଓପ ଚୋ-ଓ-ପ କହି ଆହୁରି ଗୋଳମାଳ ବଢାଉଛନ୍ତି । ମଫସଲରେ ଜଣେ ମାନ୍ୟବର ଜମିଦାର ମଣିଷମାରୁ ମାମଲାରେ ଚଲାଣ ହୋଇ ଆସଛି । ମେଜେଷ୍ଟର ସାହେବ ଦୋହରା ସମ୍ପ୍ରଦ କରିଥିଲେ, ପାଞ୍ଚଦିନ ହେଲା ମକଦ୍ଦମା ଚାଲିଛି, ଆଜି ଶେଷ ବିଚାର ଦିନ, ମାମଲା ଏପର୍ଯ୍ୟନ୍ତ ପଡିନାହିଁ । କାଲି ବୁଧବାର ବିଲାତୀ ମେଲ୍ ଯିବ । ସାହେବ ମାଇଁ ଡିଅର୍ ଲେଡି ଆରମ୍ଭ କରି ଚଞ୍ଚଳ ଚିଠିଖଣ୍ଡ ଲେଖ୍ ପକାଉଛନ୍ତି । ଫୌଜଦାରୀ ମାମଲା ପଡିଲେ ହାକିମ ସାହେବ ବିଲାତୀ ଛାପା କାଗଜ ମେଲାଇ ବସନ୍ତି କିମ୍ବା ଚିଠିଲେଖା ଅରମ୍ଭ କରନ୍ତି , ପେସ୍କାର ଜିମା ସବୁ କାର୍ଯ୍ୟ । ସାହେବ ଜମାନବନ୍ଦୀ କାଗଜରେ ଗାଁରେ ଗାଁରେ ଦସ୍ତଖତ ଟାଣିଦେବା ଆଉ ରାୟ ଶୁଣାଇବାରେ ମାଲିକ । ଆଜି ସାହେବଙ୍କୁ ସବୁ କାର୍ଯ୍ୟ ହାତରେ କରିବାକୁ ହେବ, କାରଣ ଆଜି ସାକ୍ଷୀ ଜଣକ ଇଂରାଜ, ଇଂରାଜୀରେ ମଧ୍ୟ ରାୟ ଲେଖିବାକୁ ହେବ । ଆଜିକାର କାରଖାନା ସବୁ ଇଂରେଜୀମୟ; ମାତ୍ର ଆମ୍ଭେମାନେ ଓଡ଼ିଆ, ପାଠକମାନେ ମଧ୍ୟ ସେହିପରି ଛାପାଖାନା ଅକ୍ଷରଗୁଡ଼ାକ ମଧ୍ୟ ଏହି ଦେଶୀ, ସୁତରାଂ ଆମ୍ଭମାନଙ୍କୁ ତରଜମା କରି କଥା ଲେଖୁବାକୁ ହେଉଛି । ସାହେବ ମେଞ୍ଚାଏ ଛେପରେ ଲଫାପା ବନ୍ଦ କରି ଚପରାସୀ ହାତରେ ଡାକଘରକୁ ପଠାଇଦେଇ କହିଲେ, 'ଉଏଲ ବାବୁ ! ମକଦ୍ଦମା ପେଶ୍ କର । ସରକାର ତରଫ ଓକିଲ ଇଶାନଚନ୍ଦ୍ର ସରକାର ଏବଂ ପୋଲିସ ଦାରୋଗା ଇନାଏତ ହୋସନ ମୁଦାଲା ଓରଫ ଓକିଲ ରାମ ରାମ ଲାଲା ହାଜର । ସମସ୍ତ

କଟକ ସାକ୍ଷାତରେ ଆମ୍ଭେ ଅସ୍ତ୍ର ମୋର ନାମ ଏ.ବି.ସି.ଡି. ଡଗ୍‌ଲାସ, ବାପର ନାମ ଇ.ଏଫ୍.ଜି. ଏଇଚ ଡଗଲସ୍ ଜାତି ଇଂରେଜ, ବୟସ ୪୦ ହାଲ ସାକିନି କଟକ, ଆମ୍ଭେ ଜିଲ୍ଲାର ସିଭିଲ ସର୍ଜନ । ଗତ ତାରିଖ ଭୋର ସାତଟା ତିରିଶ ମିନିଟ ସମୟରେ ସରକାରୀ ଲାସ୍ ମାଇନା ଘରେ ଆମ୍ଭ ସାରିଆର ଲାସ୍ ପୋଷ୍ଟମର୍ଟମ ଏକ୍‌ଜାମିନ କରାଯାଇଛି । ଚୌକିଦାର ଗୋବରା ଜେନା ଚିହ୍ନିତ ଦେବା ଅନୁସାରେ ଆମ୍ଭେ କହୁଛୁ ତାହା ସାରିଆର ଲାସ୍ ଥିଲା । ଯେତେଦୂର ପରୀକ୍ଷା କରିଅଛୁ, ସାହାସ କରି କହିପାରୁ କୌଣସି ପ୍ରାଣନାସକ ବା ଅନ୍ୟ ପଦାର୍ଥ ଏହାର ମୃତ୍ୟୁର କାରଣ ନୁହେଁ । ଦୀର୍ଘକାଳ ଉପବାସ ରହି ବିଶେଷ ମାନସିକ ଯନ୍ତ୍ରଣା ଭୋଗକରି ମରିଯାଇଥିବାର ଆମ୍ଭେ ଯଥେଷ୍ଟ ପ୍ରମାଣ ପାଇଅଛୁ । ଜଜ୍ ସାହେବ ସୁଆଲରେ ସାକ୍ଷୀ ଜବାବ ଦେଲେ, ଲାସ୍ ଦେହରେ କୌଣସି ପୀଡାର ଲକ୍ଷଣ ଥିଲା ନାହିଁ, ଅଥଚ ତାହା ଦେହର ରକ୍ତ ଶୁଖୁଯାଇଥିଲା, ହୃଦୟରେ ପ୍ରାୟ ରକ୍ତ ଥିଲା ନାହିଁ । ପାକସ୍ଥଳୀ ପ୍ରାୟ ଶୂନ୍ୟ ଥିଲା । ମୂତ୍ରଧାର , ମଳବାହିନୀ ନାଡିରେ କିଛି ପଦାର୍ଥ ନ ଥିଲା । ଏହି ସମସ୍ତ ଲକ୍ଷଣ ଦ୍ଵାରା ଜାଣୁଅଛୁ, ସେ ଉପବାସରେ ମରିଚି ।

ଆସାମୀ ରାମଚନ୍ଦ୍ର ମଙ୍ଗରାଜ ଆସାମୀ କାଠଗଡା ଭିତରେ ହାତଯୋଡ଼ି ଠିଆ ହୋଇଅଛନ୍ତି । ଜଜ୍ ସାହେବଙ୍କ ଡାହାଣ ପାଖରେ ଚଉକିରେ ବସି ହୋଲି ବାଇବେଲ ଧରି ଡାକ୍ତର ସାହେବ ଜମାନବନ୍ଦୀ ଦେଲେ -

ସରକାରୀ ଓକିଲଙ୍କ ସୁଆଲରେ ଜବାବ- ହଁ, ଲାସ୍ ପିଠିରେ ତିନି ଜାଗାରେ ଚିହ୍ନଥ‌ିବାର ଗୋବରା ଜେନା ଆମ୍ଭଙ୍କୁ ବିଶେଷରୂପେ ଦେଖାଇଲା । ଆମ୍ଭେ ମଧ୍ୟ ଉତ୍ତମ ରୂପେ ପରୀକ୍ଷା କରି ଦେଇଅଛୁ, ତାହା ମାଡର ଦାଗ ନୁହେଁ, ପ୍ରାଣତ୍ୟାଗ ଗରମ ଲୁହା କିମ୍ବା ଅନ୍ୟ କୌଣସି ଆଗ୍ନେୟ ପଦାର୍ଥରେ ଦାଗ ଦେଲେ ଚିହ୍ନ ହୁଏ, ଏହା ସେହିପରି ଈଷତ୍ ପୋଡା ଚିହ୍ନ । ଉତ୍ତାରେ

ପୁନର୍ବାର ସରକାରୀ ଓକିଲଙ୍କ ସୁଆଲରେ - ନା, ଆମ୍ଭେ ଧରି ଶବ କାଟି ନାହୁଁ, ନେଟିଭ ଡାକ୍ତର ଗୌରାଙ୍ଗ କର, ଆଉ କମ୍ପାଉଣ୍ଡର ବାସୁଦେବ ପଟ୍ଟନାୟକ ଦୁଇ ଜଣ ଆମ୍ଭ ସାକ୍ଷତରେ ଶବଚ୍ଛେଦ କରିଛନ୍ତି । ନିଜେ ଛୁରି ଲଣ୍ଡନ ପୁନର୍ବାର ଓକିଲ ସୁଆଲରେ ସାକ୍ଷୀ କିଞ୍ଚିତ୍ ଖପା ହୋଇ ଜବାବ ଦେଲେ, ଆମ୍ଭେ ଆଜକୁ ସାଢେ ଦଶ ବରଷ ହେଲା ସିଭିଲସର୍ଜନୀ କରି ଆସିଅଛୁ, ପ୍ରଥମେ ମିଲିଟାରୀ ଡିପାର୍ଟମେଣ୍ଟରେ ଥୁଲୁ, ଆମ୍ଭେ କଲେଜରେ ଡାକ୍ତରୀ ପଢ଼ି ପାଶ୍ କରିଛୁ ।

ଆମ୍ଭେ ପୁନର୍ବାର ସୁଆଲରେ ଜବାବ ଦେଲେ- ପ୍ରଥମେ ହସ୍‌ପିଟାଲ ଆସିଷ୍ଟାଣ୍ଡ ଥୁଲୁ, ବର୍ମା ଯୁଦ୍ଧରେ ଆମ୍ଭର ପ୍ରମୋଶନ ହୋଇଛି । ଜଜ୍ ସାହେବ ଆସାମୀ ଓକିଲକୁ ଅନାଇ କହିଲେ- ତୁମାରା କୁଛ୍ ସବାଲ ହେ ? ଆସାମୀ ତରଫ ଓକିଲ ରାମରାମ ଲାଲାଙ୍କ ସୁଆଲ - ଡାକ୍ତର ସାହେବଙ୍କୁ ଅନାଇ କହିଲେ, ''ଆଚ୍ଛା, ମିସଲ ଉପରେ ଆସାମୀର ଯେଉଁ ବାଉଁଶ ଠେଙ୍ଗା ଅଛି, ଏହି ଠେଙ୍ଗାର କିଛି ଦାଗ ଲାସ୍ ପିଠିରେ ଅଛି କି ?

ଜଜ୍ ସାହେବ - ''ନନ୍‌ସେନ୍ସ ! ଆଉର କ୍ୟା ପୁଚ୍ଛ ନେକା ହେ ପୁଚ୍ଛେ । ଓକିଲ ସାକ୍ଷୀକୁ ପୁନର୍ବାର ଜେରା କଲେ - ଆଚ୍ଛା ଆପଣ କହୁଛନ୍ତି ସାରିଆ ଉପାସ ରହି ମରିଛି, ଯେ ଆପେ ଉପାସ ରହିଥିଲା କି ଆସମୀ ତାକୁ ଉପାସ ରଖାଇଥିଲା ।

ଜଜ୍ ସାହେବ - ''କୁଛ ବତ୍ ନେହି, ଗୋ ଅନ୍, ଚଲୋ ଚଲୋ । '' ପୁନର୍ବାର କେରା - 'ଆଚ୍ଛା , ସାରିଆ ଆସାମୀ ଦୁଆରେ ମରିଥବାଜିଛି ପ୍ରମାଣ ଅଛି ?"

ଜଜ୍ ସାହେବ ଖପା ହୋଇ କହିଲେ - 'ଦେଖେ, ତୁମ୍ ଏସା ବେହୁଦା ସବାଲ କରୋଗେ ତ ତୁମାରା ଓକିଲାତି କେନ୍‌ସଲ କର ଦେଗା । ''

ଓକିଲ - 'ହଜୁର ଖୋଦଦ୍ - ମା ବାପ ଦୁନିଆକା ବାସସା ।'' ଆସାମୀର ଜବାବ ନିଆଗଲା ଉତ୍ତାରେ ଦୁଇପକ୍ଷ ଓକିଲଙ୍କ ବକ୍ତୃତା ହେଲା, ଭାରି ଝଟାପିଟା ଲାଗିଲା, ଊଣା ନୁହେଁ, ଅଢ଼େଇ ଘଣ୍ଟା କାଳ ବକୃତା । ଏହି ଅବକାଶରେ ସାହେବ ବେଲମ୍ବର ଖଣ୍ଡେ ଛପା କାଗଜ ପଢ଼ିପକାଇ ଟିଫିନ୍ ଖାଇ ଆସିଲେଣି ! ହାକିମ ବନ୍ଦ କରାଇ ନ ଥିଲେ ବକ୍ତୃତା ବରାବର ଚାଲିଥାନ୍ତା ।

ହାକିମଙ୍କ ହୁକୁମ ଅନୁସାରେ ସେରସ୍ତଦାର ରୋବକାରୀ ଲେଖ୍ ପ୍ରକାଶ କଲେ ସେହି ରୋବକାରୀଟା ବାରଫର୍ଷ କାଗଜରେ ଲେଖଗଲା । ରୋବକାରୀ ଆମ୍ଭେମାନେ ଲେଖାଯାଇ ପ୍ରକାଶ ହେବାକୁ ତିନିଦିନ ଲାଗିଲା । ସେହି ରୋବକାରୀର ସହିମୋହର ନକଲ ହାସଲ କରିଛୁ ; ମାତ୍ର ଆମ୍ଭେମାନେ ସମସ୍ତ ସଂକ୍ଷେପରେ ବୋଲି ଆସୁଥ‌ିବାରୁ ସେହି ରୋବକାରୀର ଯେତିକି କଥା ପ୍ରକାଶ କଲେ ପାଠକ ମକଦ୍ଦମାର ସମସ୍ତ ହାଲ ବୁଝିପାରିବେ, ଆମ୍ଭେମାନେ ତେତିକି ସାର ଅଂଶ ମାତ୍ର ପ୍ରକାଶ କରୁଛୁ ।

ମଙ୍ଗରାଜ ସା. ରୋବକାରୀ କଚେରୀ ଅଦାଲତ ଓ ଫୌଜଦାରୀ ସେମନ୍ ଜର୍ଜ କୋର୍ଟ ଇଜଲାସ୍ ଏଇଚ: ଆର୍ . ଜେକ୍‌ସନ୍ ସ୍କୋୟାର ସେସନ୍ ଜଜ୍ ମିଲିକିୟଥ୍ ଶ୍ରୀଯୁକ୍ତ ଇଷ୍ଟଇଣ୍ଡିଆ କମ୍ପାନୀ ବାହାଦୂର ଓଡ଼ିଶା ଖଣ୍ଡ , ଜିଲେ କଟକ । ସରକାର ବାହାଦୂର ମୁଦେଇ ବନାମ ରାମଚନ୍ଦ୍ର ଗୋବିନ୍ଦପୁର ପ୍ର ; ଅସୁରେଶ୍ଵର , ଜିଲେ କଟକ । ମୁଦାଲା ସାରିଆ ନାମକ ଗୋଟିଏ ତନ୍ତୀଆଣି ସ୍ତ୍ରୀକୁ ହତ୍ୟା କରିଥିବା ଏବଂ ତାହା ଘରର ଆସବାବ ଲୁଟତରାଜ କରିନେଇଥ୍‌ବାର ମାମଲା |

ନଥ୍ୟର ସମସ୍ତ କଥା କାଗଜାତ ଏବଂ ପକ୍ଷମାନଙ୍କର ଜବାବ ସୁଆଲ ଦୃଷ୍ଟି ଏବଂ ଶ୍ରବଣରେ ଆସିଲା ଉତ୍ତାରେ ଜଣାଗଲା କି ଏହି ମକଦ୍ଦମା ପୋଲିସ ଚାଲାଣୀ ଅଟେ । ଜିଲ୍ଲାର ମାଜିଷ୍ଟ୍ରେଟ ସାହେବ ଆସାମୀ ଉପରେ ନରହତ୍ୟା ଅଭିଯୋଗ କରି ଏହି ମକଦ୍ଦମା ସେସନ୍ ସମ୍ପାଦ କରିଛନ୍ତି । କରାଇବା ନିମନ୍ତେ ପୋଲିସ ଆଠଜଣ ସାକ୍ଷୀର ଜମାନବନ୍ଦୀ କରାଯାଇଛି । ଆମ୍ଭେ ସାକ୍ଷୀମାନଙ୍କୁ ଅତି ସତର୍କତା ଏବଂ ମନଯୋଗ ସହିତ ପରୀକ୍ଷା କରିଛୁ ଏବଂ ଉଭୟ ପକ୍ଷ ଓକିଲମାନଙ୍କ ବକୃତା ଶ୍ରବଣ କରି ଏହି ସିଦ୍ଧାନ୍ତରେ ଉପନୀତ ହୋଇଛୁ କି ଆସାମୀ ପୋଲିସ କଥ୍ତମତେ ବାଉଁଶ ଠେଙ୍ଗାରେ ପ୍ରହାର କରି ସାରିଆକୁ ବଧ କରି ନାହିଁ, ଦୀର୍ଘକାଳ ଉପବାସ ଏବଂ ମନକଷ୍ଟ ତାହାର ମୃତ୍ୟୁର କାରଣ ଅଟେ । ଏପରି ବିଶ୍ଵାସ କରିବାର ହେତୁ ଏହି କି ପ୍ରଥମ ନରହତ୍ଯା ପ୍ର ଧାନ ସାକ୍ଷୀ ସିଭିଲ ସର୍ଜନ ସୁସ୍ପଷ୍ଟରୂପେ ପ୍ରକାଶ କରିଅଛନ୍ତି କି, ଲାସ ଦେହରେ କୌଣସି ପ୍ରକାର ଆଘାତର ଚିହ୍ନ ନ ଥିଲା । ଦ୍ଵାରା ଯଥେଷ୍ଟ ପ୍ରମାଣ ପାଉଛୁ ଯେ, ଏହି ମକଦ୍ଦମାଟି ସଂପୂର୍ଣ୍ଣରୂପେ ଗଠିତ ଅଟେ । ଆମ୍ଭର ବିଶ୍ଵାସ, ପ୍ରଥମ ଆସାମୀର ଦୋଷ ସାବ୍ୟସ୍ତ ଆମ୍ଭର ମକଦ୍ଦମାର ଆମ୍ଭେ ସାକ୍ଷୀମାନଙ୍କ ମୃତ ସାରିଆ ବା ଭଗିଚନ୍ଦର ପାନିଆ, ଢୁଙ୍ଗୀ, ନାରାଜ, ଚରଖ୍, ତନ୍ତବୁଣାର ସରଞ୍ଜାମ ଏବଂ କଂସା, ଢାଳ ପ୍ରଭୃତି ଗୃହର ବ୍ୟବହାର୍ଯ୍ୟ ଦ୍ରବ୍ଯ ପୋଲିସ ଆସାମୀ ଘରୁ ବରାମଦ କରିଛି; ମାତ୍ର ଆସାମୀ ସିଭିଲକୋର୍ଟର ଯେଉଁ ତାଲିକା ଦାଖଲ କରେ, ସେଥିରୁ ଜଣାଯାଏ ସେ ଭଗିଚନ୍ଦର ଛ ମାଣ ଆଠଗୁଣ୍ଠ ଜମି ଆସାମୀଠାରେ କଟବନ୍ଧକ ରଖୁଥିଲା | ସେହି ମାମଲାର ଅଦାଲତର ଖର୍ଚ୍ଚା ଆଦାୟ ଜୁମିଲାକୁ ଆସାମୀ ନିଲାମ ସକ୍ରେ ସେ ସବୁ ଖରିଦ କରିନେଇଅଛି । ଅବଶ୍ୟ ସ୍ଵୀକାର କରିବାର ଯଥେଷ୍ଟ କାରଣ ବିଦ୍ୟମାନ ଅଛି ଯେ ସେ କଟକବଲା ନାଲିସ ନିଲାମ ସମସ୍ତ ପ୍ରତାରଣାପୂର୍ଣ୍ଣ ମାତ୍ର ଉପସ୍ଥିତ ସେ ସମସ୍ତ ବିଷୟ ବିବେଚ୍ୟ ନୁହେଁ । ଆସାମୀ ଭଗିଚନ୍ଦର ଛମାଣ ଆଠଗୁଣ୍ଠ ନିଷ୍କର ଭୂମି ଏବଂ ତାହାର ସର୍ବସ୍ପ ହରଣ କରିବାରୁ ସେହି ଦୁଃଖରେ ଭଗିଚନ୍ଦର ହୋଇଯାଇଥିବା ସାରିଆ ଅନାହାରରେ ପ୍ରାଣତ୍ୟାଗ କରିଥିବା, ଆମ୍ଭେ ବିଶ୍ଵାସ କରୁ ମାତ୍ର ସେଥ‌ିପାଇଁ ଆସାମୀକୁ ନରହତ୍ୟା ଅପରାଧରେ ଅପରାଧୀ ମକଦ୍ଦମାରେ ପାଗଳ କରାଯାଇ ନ ପାରେ ।

ଆଦାୟ ଆମ୍ଭ ଆସାମୀ ଅଗଣା ମଧ୍ୟରୁ ନେତ ନାମକ ଏକରାସ ଧଳା ରଙ୍ଗର ଗାଈ ପୋଲିସ ବରାମଦ କରିଅଛି । ଗାଈ ଭଗିଚନ୍ଦର ଥିବା ପକ୍ଷମାନେ ସ୍ଵୀକାର କରୁଅଛନ୍ତି । ଆସାମୀ ପ୍ରକାଶ କରେ, ତାହାର ମକଦ୍ଦମା ଖର୍ଚ୍ଚ ନିମନ୍ତେ ଅଦାଲତରେ ପିଆଦା ନିଲାମ କରିବାରୁ ପ୍ରକାଶ୍ୟ ନିଲାମରେ ସେ ତାହା ଖରିଦ କରିଅଛି । ମାତ୍ର ଏହା ସମ୍ପୂର୍ଣ୍ଣ ଅସତ୍ୟ ଅଟେ: କରଣ ସିଭିଲ କୋର୍ଟ ଦସ୍ତଖତ ମୋହରଯୁକ୍ତ ଯେଉଁ ନିଲାମ ଫର୍ଦ୍ଦ ସାକ୍ଷାତରେ ଉପସ୍ଥିତ କରାଯାଇଅଛି, ସେଥ‌ିରେ ନେତଗାଈର ଉଲ୍ଲେଖ ନାହିଁ | ଆମ୍ଭେ ଯଥେଷ୍ଟ ପ୍ରମାଣ ପାଇଛୁ ଯେ, ଆସାମୀ ଶଠତା ପ୍ରତାରଣା ଦ୍ଵାରା ପର ସମ୍ପତ୍ତି ଆତ୍ମସାତ୍‌ କରିବା ବିଷୟରେ ଖୁବ୍ ନିପୁଣ ଅଟେ । ସେ ଜଣେ ସାମାନ୍ଯ ଲୋକ ଥିଲା । ଅସତ୍ ଉପାୟ ଅବଲମ୍ବନ ଦ୍ଵାରା ଅନେକ ଉପାର୍ଜନ କରିଛି ଏବଂ ସେ ଗ୍ରାମର ଜମିଦାର ଓ କ୍ଷମତାଶାଳୀ ଥିବାର ଏବଂ ଭଗିଚନ୍ଦ୍ରକୁ ଦୁର୍ବଳ ଏବଂ ପ୍ରତିକାର କରିବାକୁ ଅକ୍ଷମ କରି ଜ୍ଞାନ ମୃତ ସାରିଆ ବା ଭଗିଚନ୍ଦର ପାନିଆ, ଢୁଙ୍ଗୀ, ନାରାଜ, ଚରଖ୍, ତନ୍ତବୁଣାର ସରଞ୍ଜାମ ଏବଂ କଂସା, ଢାଳ ପ୍ରଭୃତି ଗୃହର ବ୍ୟବହାର୍ଯ୍ୟ ଦ୍ରବ୍ଯ ପୋଲିସ ଆସାମୀ ଘରୁ ବରାମଦ କରିଛି; ମାତ୍ର ଆସାମୀ ସିଭିଲକୋର୍ଟର ଯେଉଁ ତାଲିକା ଦାଖଲ କରେ, ସେଥିରୁ ଜଣାଯାଏ ସେ ଭଗିଚନ୍ଦର ଛ ମାଣ ଆଠଗୁଣ୍ଠ ଜମି ଆସାମୀଠାରେ କଟବନ୍ଧକ ରଖୁଥିଲା | ସେହି ମାମଲାର ଅଦାଲତର ଖର୍ଚ୍ଚା ଆଦାୟ ଜୁମିଲାକୁ ଆସାମୀ ନିଲାମ ସକ୍ରେ ସେ ସବୁ ଖରିଦ କରିନେଇଅଛି । ଅବଶ୍ୟ ସ୍ଵୀକାର କରିବାର ଯଥେଷ୍ଟ କାରଣ ବିଦ୍ୟମାନ ଅଛି ଯେ ସେ କଟକବଲା ନାଲିସ ନିଲାମ ସମସ୍ତ ପ୍ରତାରଣାପୂର୍ଣ୍ଣ ମାତ୍ର ଉପସ୍ଥିତ ସେ ସମସ୍ତ ବିଷୟ ବିବେଚ୍ୟ ନୁହେଁ । ଆସାମୀ ଭଗିଚନ୍ଦର ଛମାଣ ଆଠଗୁଣ୍ଠ ନିଷ୍କର ଭୂମି ଏବଂ ତାହାର ସର୍ବସ୍ପ ହରଣ କରିବାରୁ ସେହି ଦୁଃଖରେ ଭଗିଚନ୍ଦର ହୋଇଯାଇଥିବା ସାରିଆ ଅନାହାରରେ ପ୍ରାଣତ୍ୟାଗ କରିଥିବା, ଆମ୍ଭେ ବିଶ୍ଵାସ କରୁ ମାତ୍ର ସେଥ‌ିପାଇଁ ଆସାମୀକୁ ନରହତ୍ୟା ଅପରାଧରେ ଅପରାଧୀ ମକଦ୍ଦମାରେ ପାଗଳ କରାଯାଇ ନ ପାରେ ।

ଆଦାୟ ଆମ୍ଭ ଆସାମୀ ଅଗଣା ମଧ୍ୟରୁ ନେତ ନାମକ ଏକରାସ ଧଳା ରଙ୍ଗର ଗାଈ ପୋଲିସ ବରାମଦ କରିଅଛି । ଗାଈ ଭଗିଚନ୍ଦର ଥିବା ପକ୍ଷମାନେ ସ୍ଵୀକାର କରୁଅଛନ୍ତି । ଆସାମୀ ପ୍ରକାଶ କରେ, ତାହାର ମକଦ୍ଦମା ଖର୍ଚ୍ଚ ନିମନ୍ତେ ଅଦାଲତରେ ପିଆଦା ନିଲାମ କରିବାରୁ ପ୍ରକାଶ୍ୟ ନିଲାମରେ ସେ ତାହା ଖରିଦ କରିଅଛି । ମାତ୍ର ଏହା ସମ୍ପୂର୍ଣ୍ଣ ଅସତ୍ୟ ଅଟେ: କରଣ ସିଭିଲ କୋର୍ଟ ଦସ୍ତଖତ ମୋହରଯୁକ୍ତ ଯେଉଁ ନିଲାମ ଫର୍ଦ୍ଦ ସାକ୍ଷାତରେ ଉପସ୍ଥିତ କରାଯାଇଅଛି, ସେଥ‌ିରେ ନେତଗାଈର ଉଲ୍ଲେଖ ନାହିଁ | ଆମ୍ଭେ ଯଥେଷ୍ଟ ପ୍ରମାଣ ପାଇଛୁ ଯେ, ଆସାମୀ ଶଠତା ପ୍ରତାରଣା ଦ୍ଵାରା ପର ସମ୍ପତ୍ତି ଆତ୍ମସାତ୍‌ କରିବା ବିଷୟରେ ଖୁବ୍ ନିପୁଣ ଅଟେ । ସେ ଜଣେ ସାମାନ୍ଯ ଲୋକ ଥିଲା । ଅସତ୍ ଉପାୟ ଅବଲମ୍ବନ ଦ୍ଵାରା ଅନେକ ଉପାର୍ଜନ କରିଛି ଏବଂ ସେ ଗ୍ରାମର ଜମିଦାର ଓ କ୍ଷମତାଶାଳୀ ଥିବାର ଏବଂ ଭଗିଚନ୍ଦ୍ରକୁ ଦୁର୍ବଳ ଏବଂ ପ୍ରତିକାର କରିବାକୁ ଅକ୍ଷମ କରି ଜ୍ଞାନ ମୃତ ସାରିଆ ବା ଭଗିଚନ୍ଦର ପାନିଆ, ଢୁଙ୍ଗୀ, ନାରାଜ, ଚରଖ୍, ତନ୍ତବୁଣାର ସରଞ୍ଜାମ ଏବଂ କଂସା, ଢାଳ ପ୍ରଭୃତି ଗୃହର ବ୍ୟବହାର୍ଯ୍ୟ ଦ୍ରବ୍ଯ ପୋଲିସ ଆସାମୀ ଘରୁ ବରାମଦ କରିଛି; ମାତ୍ର ଆସାମୀ ସିଭିଲକୋର୍ଟର ଯେଉଁ ତାଲିକା ଦାଖଲ କରେ, ସେଥିରୁ ଜଣାଯାଏ ସେ ଭଗିଚନ୍ଦର ଛ ମାଣ ଆଠଗୁଣ୍ଠ ଜମି ଆସାମୀଠାରେ କଟବନ୍ଧକ ରଖୁଥିଲା | ସେହି ମାମଲାର ଅଦାଲତର ଖର୍ଚ୍ଚା ଆଦାୟ ଜୁମିଲାକୁ ଆସାମୀ ନିଲାମ ସକ୍ରେ ସେ ସବୁ ଖରିଦ କରିନେଇଅଛି । ଅବଶ୍ୟ ସ୍ଵୀକାର କରିବାର ଯଥେଷ୍ଟ କାରଣ ବିଦ୍ୟମାନ ଅଛି ଯେ ସେ କଟକବଲା ନାଲିସ ନିଲାମ ସମସ୍ତ ପ୍ରତାରଣାପୂର୍ଣ୍ଣ ମାତ୍ର ଉପସ୍ଥିତ ସେ ସମସ୍ତ ବିଷୟ ବିବେଚ୍ୟ ନୁହେଁ । ଆସାମୀ ଭଗିଚନ୍ଦର ଛମାଣ ଆଠଗୁଣ୍ଠ ନିଷ୍କର ଭୂମି ଏବଂ ତାହାର ସର୍ବସ୍ପ ହରଣ କରିବାରୁ ସେହି ଦୁଃଖରେ ଭଗିଚନ୍ଦର ହୋଇଯାଇଥିବା ସାରିଆ ଅନାହାରରେ ପ୍ରାଣତ୍ୟାଗ କରିଥିବା, ଆମ୍ଭେ ବିଶ୍ଵାସ କରୁ ମାତ୍ର ସେଥ‌ିପାଇଁ ଆସାମୀକୁ ନରହତ୍ୟା ଅପରାଧରେ ଅପରାଧୀ ମକଦ୍ଦମାରେ ପାଗଳ କରାଯାଇ ନ ପାରେ ।

ଆଦାୟ ଆମ୍ଭ ଆସାମୀ ଅଗଣା ମଧ୍ୟରୁ ନେତ ନାମକ ଏକରାସ ଧଳା ରଙ୍ଗର ଗାଈ ପୋଲିସ ବରାମଦ କରିଅଛି । ଗାଈ ଭଗିଚନ୍ଦର ଥିବା ପକ୍ଷମାନେ ସ୍ଵୀକାର କରୁଅଛନ୍ତି । ଆସାମୀ ପ୍ରକାଶ କରେ, ତାହାର ମକଦ୍ଦମା ଖର୍ଚ୍ଚ ନିମନ୍ତେ ଅଦାଲତରେ ପିଆଦା ନିଲାମ କରିବାରୁ ପ୍ରକାଶ୍ୟ ନିଲାମରେ ସେ ତାହା ଖରିଦ କରିଅଛି । ମାତ୍ର ଏହା ସମ୍ପୂର୍ଣ୍ଣ ଅସତ୍ୟ ଅଟେ: କରଣ ସିଭିଲ କୋର୍ଟ ଦସ୍ତଖତ ମୋହରଯୁକ୍ତ ଯେଉଁ ନିଲାମ ଫର୍ଦ୍ଦ ସାକ୍ଷାତରେ ଉପସ୍ଥିତ କରାଯାଇଅଛି, ସେଥ‌ିରେ ନେତଗାଈର ଉଲ୍ଲେଖ ନାହିଁ | ଆମ୍ଭେ ଯଥେଷ୍ଟ ପ୍ରମାଣ ପାଇଛୁ ଯେ, ଆସାମୀ ଶଠତା ପ୍ରତାରଣା ଦ୍ଵାରା ପର ସମ୍ପତ୍ତି ଆତ୍ମସାତ୍‌ କରିବା ବିଷୟରେ ଖୁବ୍ ନିପୁଣ ଅଟେ । ସେ ଜଣେ ସାମାନ୍ଯ ଲୋକ ଥିଲା । ଅସତ୍ ଉପାୟ ଅବଲମ୍ବନ ଦ୍ଵାରା ଅନେକ ଉପାର୍ଜନ କରିଛି ଏବଂ ସେ ଗ୍ରାମର ଜମିଦାର ଓ କ୍ଷମତାଶାଳୀ ଥିବାର ଏବଂ ଭଗିଚନ୍ଦ୍ରକୁ ଦୁର୍ବଳ ଏବଂ ପ୍ରତିକାର କରିବାକୁ ଅକ୍ଷମ କରି ଜ୍ଞାନ ପ୍ରଥମ ରିପୋର୍ଟ ସ୍ପଷ୍ଟ ରିପୋର୍ଟକାରୀ ଗୋବରା ଜେନା ଚୌକିଦାର ସୂତ୍ରରପାତକାରୀ ଅଟେ । ତାହାର ସହିତ ଶେଷ ଜମାନବନ୍ଦୀ ମିଳାଇ ଦେଖ‌ିଲେ ସ୍ପଷ୍ଟ ଜଣାଯାଏ, ସେ ମିଥ୍ୟାକୁ ସତ୍ୟରୂପେ ପ୍ରତିପନ୍ନ କରାଇବା ନିମନ୍ତେ ଯଥେଷ୍ଟ ଚେଷ୍ଟା କରି ଅଦାଲତରେ କୁଟ ପ୍ରଶ୍ନରେ ଆତ୍ମରକ୍ଷା କରିବାକୁ ଅସମର୍ଥ ହୋଇଛି | ମକଦ୍ଦମାର ଚାକ୍ଷୁସ ସାକ୍ଷୀ ବନା ଜେନା ଏବଂ ଧକେଇ ଜେନା କି ଯେଉଁମାନେ ଆସାମୀ ବାଉଁଶ ବାଡିରେ ସାରିଆକୁ ମାରିପକାଇଥ୍‌ବାର ବୟାନ କରନ୍ତି , ସେମାନେ ଚୌକିଦାରର ଆତ୍ମୀୟ, ସେମାନଙ୍କ ଘର ଆସାମୀ ଘର ଠାରୁ ଦୁଇ କୋଶ ଦୂର, ଅର୍ଦ୍ଧରାତ୍ର ସମୟରେ ଜାଗରିତ ହୋଇ ଆସାମୀର କାର୍ଯ୍ୟମାନ ଦେଖିବା ନିତାନ୍ତ ଅସମ୍ଭବ । ପୋଲିସ ମାମଲା ଉକ୍ତ ସ୍ଥାନର ଯେଉ ନକ୍‌ସା ଦାଖଲ କରିଅଛି, ସେଥୁରୁ ଜଣାଯାଏ, ଆସାମୀ ଯେଉଁ ସ୍ଥାନରେ ଠିଆ ହୋଇଥିବାର ପ୍ରକାଶ କରନ୍ତି , ତହିଁ ମଧ୍ୟରେ ତିନି ପରସ୍ତ ଘର ବ୍ୟବଧାନ , ସୁତରାଂ ଦୃଷ୍ଟିରେଖା ଭେଦ କରି ଚଳିବା ନିତାନ୍ତ ଅସମ୍ଭବ ଏବଂ ଅନ୍ୟାନ୍ୟ ଏବଂ ଅନ୍ୟାନ୍ୟ ପାର୍ଶ୍ଵଘଟଣା ଏବଂ କୁଟ ପ୍ରଶ୍ନରେ ସାକ୍ଷୀ ମାନଙ୍କର ବିଶୃଙ୍ଖଳ ଜବାବଦ୍ଵାରା ଏମାନଙ୍କୁ ଅବିଶ୍ଵାସ କରିବାର ଯଥେଷ୍ଟ କାରଣ ବିଦ୍ୟମାନ ରହିଅଛି । ଏହି ହତଭାଗ୍ୟମାନେ ସରଳ ଗ୍ରାମ୍ୟଲୋକ ଥ‌ିବାଯୋଗୁଁ ଅନ୍ୟ କୁମନ୍ତ୍ରଣାରେ ପ୍ରତାରିତ ହୋଇ କିପରି କାର୍ଯ୍ୟ କରିବାକୁ ପ୍ରବୃତ୍ତ ହୋଇଅଛନ୍ତି, ସେଣ୍ଡ୍‌ରେ ଭୀଷଣ ହୃଦୟଙ୍ଗମ କରିବାକୁ ସେମାନେ ଅକ୍ଷମ ଏବଂ ଗୋବରା ଜେନା କୂଟପରୀକ୍ଷାରେ ବାରମ୍ବାର ମିଥ୍ୟା କଥା କହୁଥିବାର ପ୍ରକାଶ ପାଇଛି, ଅତଏବ ଆମ୍ଭେ ତାହାକୁ ଫୌଜଦାରୀ ସମ୍ପ୍ରଦ କଲୁ । ଲୋକର

ଆସାମୀର ପୂର୍ବ ଦୁଶ୍ଚରିତ୍ରତା ପ୍ରମାଣ କରାଇବା ସକାଶେ ପୋଲିସ କେତେଜଣ ସାକ୍ଷୀର ଜମାନବନ୍ଦୀ କରାଉଛି; କିନ୍ତୁ ଡକ୍ଟରା ଆମ୍ଭେ ଏହି ପ୍ରମାଣ ପାଇଅଛୁ କି, ଆସାମୀ ଅନ୍ୟ ଲୋକର ସମ୍ପତ୍ତି ହରଣ କରିବା ସକାଶେ କୂଟିଳ ବୁଦ୍‌ ପ୍ରୟୋଗ କରିବା ବିଷୟରେ ନିପୁଣ ଅଟେ, ମାତ୍ର କାହାରି ପ୍ରତି ଦୋଷଯୁକ୍ତ ବଳପ୍ରକାଶ କରିବାର ପ୍ରମାଣ ନାହିଁ । ସୁତରାଂ ଏପରି ଲୋକ ଦ୍ଵାରା ନରହତ୍ୟା ଘଟଣ ହେବା ଅସମ୍ଭବ ଅଟେ ଏବଂ ହତ୍ୟା କରିବାର କୌଣସି କାରଣ ମଧ୍ୟ ଦେଖୁନାହିଁ ।

ଫକୀର ମୋହନ ସେନାପତି by ଦ୍ୱାରା ଅଧିକ ପୁସ୍ତକ

26
ପ୍ରବନ୍ଧଗୁଡିକ
ଛମାଣ ଆଠ ଗୁଣ୍ଠ
0.0
ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି। ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି। ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି। କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା। ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି। ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି। ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ। ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି। ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି। ଜମିଦାରଙ୍କ ଗିରଫ, ସାଆନ୍ତାଣୀଙ୍କ ମୃତ୍ୟୁ ଓ ପିଲାମାନଙ୍କ ଅଯୋଗ୍ୟତା ଦେଖି ଚମ୍ପା ଗୋବିନ୍ଦ ଚାକର ସହ ମିଶି ଜମିଦାରଙ୍କ ମୂଲ୍ୟବାନ ସମ୍ପତି କିଛି ଚୋରି କରି ଖସିଯିବାରେ ସକ୍ଷମ ହେଉଛି। କିନ୍ତୁ କଟକ ଯିବା ରାସ୍ତାରେ ଗୋବିନ୍ଦ ସହିତ ମତାନ୍ତର ହେବାରୁ ଗୋବିନ୍ଦ ଚମ୍ପାକୁ ହତ୍ୟା କରୁଛି। ପରେ ଗୋବିନ୍ଦ ପୁଲିସ ପାଖର ନିଜର ଅପରାଧ ସ୍ୱୀକାର କରୁଛି। ଜମିଦାର ଦଣ୍ଡରୁ ମୁକୁଳିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି, ଏଥିପାଇଁ ପ୍ରବଳ ଅର୍ଥ ଓକିଲ ହସ୍ତଗତ କରୁଛି। କିନ୍ତୁ ଦୁଃଖଦ ଭାବେ ଜମିଦାରଙ୍କୁ ସଜା ହେଉଛି। ସଜା ଶେଷ ହେବା ପରେ ଜମିଦାର ନିଜ ଘରେ ପହଞ୍ଚି ଅସ୍ୱାସ୍ଥ୍ୟ ତଥା ମତିଭ୍ରମରେ ସାରିଆର ଦୂର୍ଗା ରୂପ ଦେଖି ଶେଷ ନିଶ୍ୱାସ ତ୍ୟାଗ କରୁଛନ୍ତି।
1

ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ

22 September 2023
0
0
0

ପ୍ରଥମ ପରିଚ୍ଛେଦ   ରାମଚନ୍ଦ୍ର ମଙ୍ଗରାଜ :  ମହାଜନ-ନଗଦ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ଯ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘ ଚାରି କୋଶ ମଧ୍ଯରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍

2

ଦ୍ଵିତୀୟ ପରିଚ୍ଛେଦ : ସ୍ଵନାମ ପୁରୁଷ ଧନ୍ୟ

22 September 2023
0
0
0

ଦ୍ଵିତୀୟ ପରିଚ୍ଛେଦ  ସ୍ଵନାମ ପୁରୁଷ ଧନ୍ୟ :   ମଙ୍ଗରାଜେ ଗରିବ ପୁଅ ଥିଲେ। ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ। ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡା ନ ଉଠିବାରୁ କାନ୍ଥ ପଡିଯାଇଥିଲା। ଏହାଙ୍କ ବାଲ୍ୟଜୀବ

3

ତୃତୀୟ ପରିଚ୍ଛେଦ

22 September 2023
0
0
0

ତୃତୀୟ ପରିଚ୍ଛେଦ ବାଣିଜ୍ୟ ବସତେ ଲକ୍ଷ୍ମୀସ୍ତଦ ଅସ୍ୟାର୍ଥୀ 'ବାଣିଜ୍ୟ ଲକ୍ଷ୍ମୀଙ୍କ କୃଷିକର୍ମଣି ବାସ, ତହୁଁ ଅଧେ କଲେ ଚାଷ । ' ଆମ୍ଭେମାନେ ଅନୁମାନ କରୁଁ, ଜଣେ ମରହଟ୍ଟା କବି ଏହି କବିତା କହିଅଛନ୍ତି । ଆଜିକାଲିର କବି ହୋଇ ଥିଲେ , ଏହିପ

4

ଚତୁର୍ଥ ପରିଛେଦ

22 September 2023
0
0
0

ଚତୁର୍ଥ ପରିଛେଦ:  ଅହଂ ନିଜଃ ପରୋବେଭି ଗଣନା ଲଘୁଚେତସାମ । ମଙ୍ଗରାଜେ ନିଜ ପର ଚାଷ ବୁଝନ୍ତି ନାହିଁ । ଶାସ୍ତ୍ରରେ ପାଠ ଡାକୁଛି ଲଘୁଚେତାମାନେ ଆପଣା ଚାଷ ପ୍ରତି ଯେପରି ନଜର, ପର ଚାଷ ପ୍ରତି ମଧ୍ୟ ସେପରି ଦୃଷ୍ଟି । ଆମ୍ଭେମାନେ ଦିନକର କଥା କ

5

ପଞ୍ଚମ ପରିଚ୍ଛେଦ : ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ

22 September 2023
0
0
0

ପଞ୍ଚମ ପରିଚ୍ଛେଦ :   ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ  ରାମଚନ୍ଦ୍ର ମଙ୍ଗରାଜେ ଜଣେ ବହୁପୋଷୀ ଲୋକ । ଘରେ ଖାଇବାକୁ କୁଟୁମ୍ବ ଢେର । ନିଜେ ସାଆନ୍ତ ସାଆନ୍ତାଣୀଙ୍କୁ ଛାଡି ତିନି ପୁଅ ହିସାବରେ ତିନି ବୋହୂ, ପୋଇଲୀ ପରିବାରୀ କୋଡିଏ

6

ଷଷ୍ଠ ପରିଚ୍ଛେଦ : ଚମ୍ପା

23 September 2023
0
0
0

ଷଷ୍ଠ ପରିଚ୍ଛେଦ ଚମ୍ପା :  ଉଆସ ମଧ୍ୟରେ କେତେ ଲୋକ ଅଛନ୍ତି, ସେଥୁମଧ୍ୟରୁ ଚମ୍ପା ଓରଫେ ଚମ୍ପା ସାଆନ୍ତାଣୀ ଓରଫେ ହରକଳା ସହିତ ମଙ୍ଗରାଜ -ବଂଶର କି ସମ୍ପର୍କ ଏ କଥା କାହାରିକି ଜଣା ନାହିଁ । ତାହାର ଜାତି, କୁଳ, ପିତୃ ବଂଶ ସମ୍ବନ୍ଧରେ ମଧ୍ୟ

7

ସପ୍ତମ ପରିଚ୍ଛେଦ :ବୁଢ଼ୀ ମଙ୍ଗଳା

23 September 2023
0
0
0

ସପ୍ତମ ପରିଚ୍ଛେଦ ବୁଢ଼ୀ ମଙ୍ଗଳା : ' ଯା ଦେବୀ ବୃକ୍ଷମୂଳେସୁ ଶିଳାରୂପେଣ ସଂସ୍ଥିତା ।    ନମସ୍ତସୈ ନମସ୍ତସ୍ୟ ନମସ୍ତସ୍ୟନମୋନମଃ ।   ମୁଭିକାଶ୍ମଗଜାରୂଢା ବନ୍ଧ୍ୟାୟଃ ପୁତ୍ରଦାୟିନୀ,  ବାଡିସଂହାରିଣୀ ଦେବି ନାରାୟଣି ନମୋଽସ୍ତୁତେ ।" ଅ

8

ଅଷ୍ଟମ ପରିଚ୍ଛେଦ : ଜମିଦାର ସେଖ୍ ଦିଲବାର୍ ମିଆଁ

23 September 2023
0
0
0

ଅଷ୍ଟମ ପରିଚ୍ଛେଦ ଜମିଦାର ସେଖ୍ ଦିଲବାର୍ ମିଆଁ:   ସମସ୍ତେ ସେଖ କେରାମତ୍ ଅଲିଙ୍କ ଘର ପ୍ରଥମେ ଆରା ଜିଲ୍ଲାରେ ଥ‌ିବା, ବର୍ତ୍ତମାନ ଜିଲ୍ଲା ମେଦୀନିପୁର । ସେଖ କେରାମତ୍ ଅଲିଙ୍କୁ ଆଲିମିଆଁ ବୋଲି ଡାକନ୍ତି , ଆମ୍ଭେମାନେ ସେହି ନାମ ଲେଖୁବୁ ।

9

ନବମ ପରିଚ୍ଛେଦ : ଗାଁ ହାଲଚାଲ

23 September 2023
0
0
0

ନବମ ପରିଚ୍ଛେଦ ଗାଁ ହାଲଚାଲ :  ତାଲୁକେ ଫତେପୁର ସରଷଣ୍ଢ ଗୋଟାଏ ଭାରି ବଡ ତାଲୁକା । ସଦରଜମା ପାଞ୍ଚ ହଜାର ଦୁଇଶହ ଆଠ ଟଙ୍କା ଛ ଅଣା; ମଫସଲ ଅସୁଲ ଅଢେଇ ପଟ । ଫାଉ ଫଉରାତ୍‌ ଛାଡିଦିଅ । ଏଥ‌ିରେ ପାଞ୍ଚଗୋଟି ମୌଜା --- ମୌଚା ରାମନଗ, ବାଲିଆ ହ

10

ପରିଚ୍ଛେଦ - ୧୦ : ଭଗିଆ ଆଉ ସାରିଆ

23 September 2023
0
0
0

ପରିଚ୍ଛେଦ - ୧୦  ଭଗିଆ ଆଉ ସାରିଆ ତନ୍ତୀସାଇ ଭଗିଆ ଆଉ ସାରିଆ ମୁଣ୍ଡରେ ଭାଗବତ ଘର ଆଉ ଦଧିବାମନ ମନ୍ଦିର ତନ୍ତୀମାନଙ୍କ ଜାତିଆଣ ଟଙ୍କାରେ ମନ୍ଦିରଟି ତୟାର ହୋଇଅଛି । ଜାତିଆଣ ଟଙ୍କା କ'ଣ ଜାଣନ୍ତି ? ଅବଶ୍ୟ ଏ କଥାଟା ଆପଣଙ୍କୁ ବୁଝାଇଦେବା ଦର

11

ଏକାଦଶ ପରିଛେଦ : ଗୋବରା ଜେନା

23 September 2023
0
0
0

ଏକାଦଶ ପରିଛେଦ ଗୋବରା ଜେନା :  ତନ୍ତୀସାହିକୁ ଚାରିଶ ପାଞ୍ଚାଶ କଦମ ଦୂର ବିଲ ମଝିରେ ଡ଼ମସାଇ । ଏଟା ଅଲଗା ମୌଜା ନୁହେଁ, ଗୋବିନ୍ଦ ସାମିଲ । ସେଠାରେ ଦଶଘର ଡ଼ମ ଆଉ ଗୋବରା ଜେନା ଚୌକିଦାର ଘର । ଗୋବରା ଜେନା ନିଜ ମୌଜାରେ ଚୌକିଦାର ; ତା'ର ଦ

12

ଦ୍ଵାଦଶ : ଅସୁର ଦୀଘି

24 September 2023
0
0
0

ଦ୍ଵାଦଶ ପରିଚ୍ଛେଦ ଅସୁର ଦୀଘି: ଆମ୍ଭେମାନେ ଏଡ଼େବଡ଼ ଜଳକୀର୍ତ୍ତି ସମ୍ବନ୍ଧରେ ଗୋବିନ୍ଦପୁର ମୌଜାର ଗୋଟିଏ ମାତ୍ର ପୋଖରୀ; ଗ୍ରାମର ସମସ୍ତଲୋକ ଏଥିରେ ଜଳ କାରବାର କରନ୍ତି । ପୁଷ୍କରିଣୀଟା ଖୁବ୍ ବଡ଼, ଆଡ଼ ଦୀର୍ଘ ନଳି ଦେଲେ ଦଶବାର ବାଟିରୁ ଊ

13

ତ୍ରୟୋଦଶ ପରିଚ୍ଛେଦ : ହିତୋପଦେଶ

24 September 2023
0
0
0

ତ୍ରୟୋଦଶ ପରିଚ୍ଛେଦ ହିତୋପଦେଶ  ପାଖଲୋକ ମଧ୍ଯ ସମସ୍ତଙ୍କ ତୁମ୍ଭେ ପାଟିକରି କଥା କହ, ସେଥ‌ିରେ କେହି ମନ ଦେବେନାହିଁ, ନିହାତି ନ ଶୁଣିଲା ପରି ରହିବେ; କିନ୍ତୁ ଦୁଇଜଣ ଫୁସ୍ ଫୁସ୍ ହେଉନ୍ତୁ ଲୋକଙ୍କ ମନ ଦେଖ ସେହିଠାରେ, କଥାଟା ଶୁଣିବାପାଇଁ ମ

14

ଚତୁର୍ଦ୍ଦଶ ପରିଚ୍ଛେଦ :

24 September 2023
0
0
0

ଚତୁର୍ଦ୍ଦଶ ପରିଚ୍ଛେଦ :  ଏମାନଙ୍କ ହୁକେ-ହୁକେ-ହୋ । ହୁକେ-ହୁକେ-ହୋ । ହୁକେ-ହୋ, ବିଲୁଆ ଡାକିଲେ ଠିକ୍ ଅଧରାତି । ମଫସଲର ଗାଁରେ ଘଡି ଘଣ୍ଟା ନାହିଁ, ବିଲୁଆ ଡାକ ଶୁଣି ରାତି ଠିକ୍ କଲୁ । ଏହି ପ୍ରାଣୀଗୁଡିକ ଗ୍ରାମର ଭାରି ଉପକାରୀ । କ୍ଷୁଦ୍

15

ପଞ୍ଚଦଶ ପରିଚ୍ଛେଦ : ବାଘସିଂହ ବଂଶ

24 September 2023
0
0
0

ପଞ୍ଚଦଶ ପରିଚ୍ଛେଦ ବାଘସିଂହ ବଂଶ : ସମସ୍ତ ବହୁ କାଳପର୍ଯ୍ୟନ୍ତ ପ୍ରସିଦ୍ଧ ଆଇନ ଆକବରୀ ଲେଖକ ଆବୁଲ୍ ଫାଜଲ ବୋଲନ୍ତି ''ଓଡିଶାରେ ପ୍ରକୃତ ଭୂମ୍ୟଧିକାରୀ ଖଣ୍ଡାଏତମାନେ ଥିଲେ । ' ପ୍ରକୃତରେ ଗଜପତି ଦରବାରରେ ଖଣ୍ଡାମୁଠିଠାରୁ ଲେଖନ ମୁନପର୍ଯ୍ୟନ

16

ଷୋଡଶ ପରିଚ୍ଛେଦ : ଟାଙ୍ଗୀ ମାଉସୀ

24 September 2023
0
0
0

ଷୋଡଶ ପରିଚ୍ଛେଦ ଟାଙ୍ଗୀ ମାଉସୀ : ଆଜି ସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠମାସିଆ ଦିନ, ଭାରୀ ଖରା, ମହାପ୍ରଭୁ ଅଣସରକୁ ଯାଇଛନ୍ତି, ଭାରୀ ଗୁଳୁଗୁଳି । ଆଜକୁ ଅଢ଼େଇ ମାସ ହେଲା ଟୋପାଏ ପାଣି ଦେଖୁବାକୁ, ନାହିଁ । ପବନ ଗୁମସୁମ କରି ରହିଅଛି, ଖୁଣ୍ଟା

17

ସପ୍ତଦଶ ପରିଚ୍ଛେଦ : କିପରିଘର ପୋଡ଼ିଲା

24 September 2023
0
0
0

ସପ୍ତଦଶ ପରିଚ୍ଛେଦ କିପରିଘର ପୋଡ଼ିଲା :  ଆଜି ଅନନ୍ତପୁର ଗ୍ରାମରେ ଗ୍ରାମରେ ହାହାକାର ପଡ଼ିଛି । ଗଲା ଅଧରାତିରୁ ବାଘସିଂହ ଘରେ ନିଆଁ ଲାଗି ସମସ୍ତ ଘର, ଧାନ ଅମାର ପୋଡ଼ି ଛାରଖାର ହୋଇଗଲାଣି । ନିଆଁ ପାଉଁଶ ବୋଳି ହୋଇ କାଳିଆ କାଳିଆ କାନ୍ଥଗୁ

18

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023
0
0
0

ଅଷ୍ଟାଦଶ ପରିଚ୍ଛେଦ ସାଆନ୍ତାଣି : ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।'' ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍

19

ଊନବିଂଶ ପରିଚ୍ଛେଦ : ପୁଲିସ ତଦାରଖ

25 September 2023
0
0
0

ଊନବିଂଶ ପରିଚ୍ଛେଦ ପୁଲିସ ତଦାରଖ : ପ୍ରତିଦିନ ଗୋବିନ୍ଦପୁରରେ ଯେପରି ରାତି ପାହେ, ଆଜି ମଧ୍ୟ ଠିକ୍ ସେହିପରି ପାହିଅଛି; କିନ୍ତୁ ସୂର୍ଯ୍ୟ ସଙ୍ଗେ ଦେଖା ନାହିଁ । ମେଘଟା ଝରଝର ଫରଫର କରୁଥିଲା 'ସକାଳ ମେଘ ମେଘ ନୁହେଁ, ସକାଳ କୁଣିଆଁ କୁଣିଆଁ

20

ବିଂଶ ପରିଚ୍ଛେଦ : ଓକିଲ ରାମ ରାମ ଲାଲ

25 September 2023
0
0
0

ବିଂଶ ପରିଚ୍ଛେଦ 1 ଓକିଲ ରାମ ରାମ ଲାଲ :  କାଠ ରେଲିଂ ବେଢ଼ା ନାଜରଖାନା ଗାରଦଘରର ଗୋଟିଏ କୋଣରେ ବାଡକୁ ଆଖ୍ ବୁଜି ଗୋଟିଏ ଆସାମୀ ବସିଅଛି । ଚାରିଜଣ ବରକନ୍ଦାଜ ପହରା । ଆହା ! ଲୋକଟାକୁ ପଦେ କଥା କହିବାକୁ କେହି ନାହିଁ । ସମସ୍ତେ ସୁଖର ସାଥ

21

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023
0
0
0

ଏକବିଂଶ ପରିଚ୍ଛେଦ କଟକ ସେସନ୍ ଜଜକୋର୍ଟ ;  ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମି

22

ଦ୍ୱାବିଂଶ ପରିଚ୍ଛେଦ : ଗୋପୀସାହୁର ଦୋକାନଘର

25 September 2023
0
0
0

ଦ୍ୱାବିଂଶ ପରିଚ୍ଛେଦ ଗୋପୀସାହୁର ଦୋକାନଘର : ବିରୂପା ନଦୀକୂଳ-ଗୋପାଳପୁର ଘାଟ, ଏହିଟି କଟକ ଯିବାର ଦାଣ୍ଡ ; ଲୋକମାନେ ଏହିଠାରେ ପାରି ହୁଅନ୍ତି । ଆଗେ ଗୋପାଳପୁର ଗ୍ରାମ ଏହିଠାରେ ଥିଲା, ଗଲା ଆଠଅଙ୍କ ଭୋଦୁଅ ଅଷ୍ଟମୀ ବଡ଼ ବଢିରେ ଭାସିଯାଇଅଛି

23

ତ୍ରୟୋବିଂଶ ପରିଚ୍ଛେଦ : କର୍ମଫଳ

25 September 2023
0
0
0

ତ୍ରୟୋବିଂଶ ପରିଚ୍ଛେଦ କର୍ମଫଳ : ଗୋପାଳପୁର ପାଖରେ ବିରୂପା ନଦୀଟା ଭାରି ଚୌଡ଼ା, ଅଧେକୋଶରୁ ଊଣା ନୁହେଁ ମାତ୍ର ଧାରଟା ତେତେ ଚୌଡ଼ା ନୁହେଁ, ଗଣ୍ଡଗୋଳିଆ ଜାଗାକମ୍ ଚୌଡ଼ା ହୁଏ । ନଦୀର ଦକ୍ଷିଣ ତରଫଟାରେ ଧାର, ଗୋପାଳପୁର ଘାଟଠାରେ ତୁଚ୍ଛା ବା

24

ଚତୁର୍ବିଂଶ ପରିଚ୍ଛେଦ : ଖୁଣି ତଦାରଖ୍

25 September 2023
0
0
0

ଚତୁର୍ବିଂଶ ପରିଚ୍ଛେଦ ଖୁଣି ତଦାରଖ୍ :  ବେଳ ଅନୁମାନରେ ପହରେ କି ଛ ଘଡ଼ି , ଆଜି ବର୍ଷା ନାହିଁ, ଗୋପୀ ସାହୁ ଦୋକାନୀ ଚିରା ଗଣ୍ଡୁଳି କଳାକନା ପରି ଗାମୁଛା ଖଣ୍ଡିଏ ମୁଣ୍ଡରେ ପକାଇ ଦୋକାନ ଟୋକେଇ କାନ୍ଧରେ କାଞ୍ଚିଟା ହାତରେ ଧରି ଦୋକାନକୁ ଆସ

25

ପଞ୍ଚବିଂଶ ପରିଚ୍ଛେଦ : ମଙ୍ଗରାଜ ଘରର ହାଲଚାଲ

25 September 2023
0
0
0

ପଞ୍ଚବିଂଶ ପରିଚ୍ଛେଦ ମଙ୍ଗରାଜ ଘରର ହାଲଚାଲ : ଛଅମାଣ ଆଠଗୁଣ୍ଠ କ'ର ? କଥ୍‌ତ ଅଛି, ପୃଥ‌ିବୀର ବିଖ୍ୟାତ ମଣି କୋହିନୁର ଯାହାଠାରେ ରହେ, ତାହାର ବଂଶ ନାଶ କରିଦିଏ ଆଲ୍ଲାଉଦ୍ଦୀନ୍ଠାରୁ ରଣଜିତ୍ ସିଂହ ପର୍ଯ୍ୟନ୍ତ ତାହାର ଜାଜ୍ଯଲ୍ୟମାନ ପ୍ରମାଣ

26

ଷଡ଼ବିଂଶ ପରିଚ୍ଛେଦ : ବାବାଜୀ ଲଳିତା ଦାସ

25 September 2023
0
0
0

ଷଡ଼ବିଂଶ ପରିଚ୍ଛେଦ ବାବାଜୀ ଲଳିତା ଦାସ :  ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲ

---

ବହି ପଢ଼ନ୍ତୁ