shabd-logo

About ଫକୀର ମୋହନ ସେନାପତି

ଫକୀର ମୋହନ ସେନାପତି ଜଣେ ଭାରତୀୟ ଲେଖକ, କବି, ଦାର୍ଶନିକ ଏବଂ ସମାଜ ସଂସ୍କାରକ ଥିଲେ। ସେ ଓଡ଼ିଆ ଜାତୀୟତା ଓ ଆଧୁନିକ ଓଡ଼ିଆ ସାହିତ୍ୟର ଜନକ ଭାବେ ପରିଚିତ। ତାଙ୍କ ରଚନା ଓଡ଼ିଆ ଭାଷାର ସ୍ବତନ୍ତ୍ର ପରିଚୟ ପ୍ରତିଷ୍ଠା କରିବାରେ ସହାୟକ ହୋଇଥିଲା। ସେନାପତି ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଔପଚାରିକ ଶିକ୍ଷା ସୀମିତ ଥିଲା, କିନ୍ତୁ ସେ ଛୋଟ ବେଳୁ ସାହିତ୍ୟ ପ୍ରତି ଆଗ୍ରହୀ ଥିଲେ।

Other Language Profiles
no-certificate
ଏପର୍ଯ୍ୟନ୍ତ କ cert ଣସି ପ୍ରମାଣପତ୍ର ଗ୍ରହଣ କରାଯାଇ ନାହିଁ |

ଫକୀର ମୋହନ ସେନାପତି ର ପୁସ୍ତକ

ଛମାଣ ଆଠ ଗୁଣ୍ଠ

ଛମାଣ ଆଠ ଗୁଣ୍ଠ

ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ

0 ପାଠକ
26 ପ୍ରବନ୍ଧଗୁଡିକ
ଛମାଣ ଆଠ ଗୁଣ୍ଠ

ଛମାଣ ଆଠ ଗୁଣ୍ଠ

ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ

0 ପାଠକ
26 ପ୍ରବନ୍ଧଗୁଡିକ

ଫକୀର ମୋହନ ସେନାପତି ର ପ୍ରବନ୍ଧ

ଷଡ଼ବିଂଶ ପରିଚ୍ଛେଦ : ବାବାଜୀ ଲଳିତା ଦାସ

25 September 2023
0
0

ଷଡ଼ବିଂଶ ପରିଚ୍ଛେଦ ବାବାଜୀ ଲଳିତା ଦାସ :  ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲ

ପଞ୍ଚବିଂଶ ପରିଚ୍ଛେଦ : ମଙ୍ଗରାଜ ଘରର ହାଲଚାଲ

25 September 2023
0
0

ପଞ୍ଚବିଂଶ ପରିଚ୍ଛେଦ ମଙ୍ଗରାଜ ଘରର ହାଲଚାଲ : ଛଅମାଣ ଆଠଗୁଣ୍ଠ କ'ର ? କଥ୍‌ତ ଅଛି, ପୃଥ‌ିବୀର ବିଖ୍ୟାତ ମଣି କୋହିନୁର ଯାହାଠାରେ ରହେ, ତାହାର ବଂଶ ନାଶ କରିଦିଏ ଆଲ୍ଲାଉଦ୍ଦୀନ୍ଠାରୁ ରଣଜିତ୍ ସିଂହ ପର୍ଯ୍ୟନ୍ତ ତାହାର ଜାଜ୍ଯଲ୍ୟମାନ ପ୍ରମାଣ

ଚତୁର୍ବିଂଶ ପରିଚ୍ଛେଦ : ଖୁଣି ତଦାରଖ୍

25 September 2023
0
0

ଚତୁର୍ବିଂଶ ପରିଚ୍ଛେଦ ଖୁଣି ତଦାରଖ୍ :  ବେଳ ଅନୁମାନରେ ପହରେ କି ଛ ଘଡ଼ି , ଆଜି ବର୍ଷା ନାହିଁ, ଗୋପୀ ସାହୁ ଦୋକାନୀ ଚିରା ଗଣ୍ଡୁଳି କଳାକନା ପରି ଗାମୁଛା ଖଣ୍ଡିଏ ମୁଣ୍ଡରେ ପକାଇ ଦୋକାନ ଟୋକେଇ କାନ୍ଧରେ କାଞ୍ଚିଟା ହାତରେ ଧରି ଦୋକାନକୁ ଆସ

ତ୍ରୟୋବିଂଶ ପରିଚ୍ଛେଦ : କର୍ମଫଳ

25 September 2023
0
0

ତ୍ରୟୋବିଂଶ ପରିଚ୍ଛେଦ କର୍ମଫଳ : ଗୋପାଳପୁର ପାଖରେ ବିରୂପା ନଦୀଟା ଭାରି ଚୌଡ଼ା, ଅଧେକୋଶରୁ ଊଣା ନୁହେଁ ମାତ୍ର ଧାରଟା ତେତେ ଚୌଡ଼ା ନୁହେଁ, ଗଣ୍ଡଗୋଳିଆ ଜାଗାକମ୍ ଚୌଡ଼ା ହୁଏ । ନଦୀର ଦକ୍ଷିଣ ତରଫଟାରେ ଧାର, ଗୋପାଳପୁର ଘାଟଠାରେ ତୁଚ୍ଛା ବା

ଦ୍ୱାବିଂଶ ପରିଚ୍ଛେଦ : ଗୋପୀସାହୁର ଦୋକାନଘର

25 September 2023
0
0

ଦ୍ୱାବିଂଶ ପରିଚ୍ଛେଦ ଗୋପୀସାହୁର ଦୋକାନଘର : ବିରୂପା ନଦୀକୂଳ-ଗୋପାଳପୁର ଘାଟ, ଏହିଟି କଟକ ଯିବାର ଦାଣ୍ଡ ; ଲୋକମାନେ ଏହିଠାରେ ପାରି ହୁଅନ୍ତି । ଆଗେ ଗୋପାଳପୁର ଗ୍ରାମ ଏହିଠାରେ ଥିଲା, ଗଲା ଆଠଅଙ୍କ ଭୋଦୁଅ ଅଷ୍ଟମୀ ବଡ଼ ବଢିରେ ଭାସିଯାଇଅଛି

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023
0
0

ଏକବିଂଶ ପରିଚ୍ଛେଦ କଟକ ସେସନ୍ ଜଜକୋର୍ଟ ;  ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମି

ବିଂଶ ପରିଚ୍ଛେଦ : ଓକିଲ ରାମ ରାମ ଲାଲ

25 September 2023
0
0

ବିଂଶ ପରିଚ୍ଛେଦ 1 ଓକିଲ ରାମ ରାମ ଲାଲ :  କାଠ ରେଲିଂ ବେଢ଼ା ନାଜରଖାନା ଗାରଦଘରର ଗୋଟିଏ କୋଣରେ ବାଡକୁ ଆଖ୍ ବୁଜି ଗୋଟିଏ ଆସାମୀ ବସିଅଛି । ଚାରିଜଣ ବରକନ୍ଦାଜ ପହରା । ଆହା ! ଲୋକଟାକୁ ପଦେ କଥା କହିବାକୁ କେହି ନାହିଁ । ସମସ୍ତେ ସୁଖର ସାଥ

ଊନବିଂଶ ପରିଚ୍ଛେଦ : ପୁଲିସ ତଦାରଖ

25 September 2023
0
0

ଊନବିଂଶ ପରିଚ୍ଛେଦ ପୁଲିସ ତଦାରଖ : ପ୍ରତିଦିନ ଗୋବିନ୍ଦପୁରରେ ଯେପରି ରାତି ପାହେ, ଆଜି ମଧ୍ୟ ଠିକ୍ ସେହିପରି ପାହିଅଛି; କିନ୍ତୁ ସୂର୍ଯ୍ୟ ସଙ୍ଗେ ଦେଖା ନାହିଁ । ମେଘଟା ଝରଝର ଫରଫର କରୁଥିଲା 'ସକାଳ ମେଘ ମେଘ ନୁହେଁ, ସକାଳ କୁଣିଆଁ କୁଣିଆଁ

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023
0
0

ଅଷ୍ଟାଦଶ ପରିଚ୍ଛେଦ ସାଆନ୍ତାଣି : ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।'' ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍

ସପ୍ତଦଶ ପରିଚ୍ଛେଦ : କିପରିଘର ପୋଡ଼ିଲା

24 September 2023
0
0

ସପ୍ତଦଶ ପରିଚ୍ଛେଦ କିପରିଘର ପୋଡ଼ିଲା :  ଆଜି ଅନନ୍ତପୁର ଗ୍ରାମରେ ଗ୍ରାମରେ ହାହାକାର ପଡ଼ିଛି । ଗଲା ଅଧରାତିରୁ ବାଘସିଂହ ଘରେ ନିଆଁ ଲାଗି ସମସ୍ତ ଘର, ଧାନ ଅମାର ପୋଡ଼ି ଛାରଖାର ହୋଇଗଲାଣି । ନିଆଁ ପାଉଁଶ ବୋଳି ହୋଇ କାଳିଆ କାଳିଆ କାନ୍ଥଗୁ

ବହି ପଢ଼ନ୍ତୁ