ପୃଥିବୀର ଭୂଗୋଳ ପୂରାପୂରି ଅପରିବର୍ତ୍ତିତ ରହୁନାହିଁ । କେଉଁଠି ହ୍ରଦଟି ଶୁଖି ଯାଉଛି ତ ଅନ୍ୟ କେଉଁଠି ନଦୀଟି ଗତିପଥ ପରିବର୍ତ୍ତନ କରୁଛି । ପୁରୁଣା ପାହାଡ଼ର ସବୁଜିମା ହଜିଯିବା ଏବଂ ନୂତନ ଉପତ୍ୟକା ଜନାକୀର୍ଣ୍ଣ ହେବା ଅସମ୍ଭବ ନୁହେଁ । ସମୟକ୍ରମେ ବିଶ୍ୱର ଭୂଗୋଳ ପରିବର୍ତ୍ତିତ ହେଲେ ମଧ୍ୟ ମନୁଷ୍ୟ ମନର